ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଭାଇ ଦୁଜ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 16 NOV 2020 9:15AM by PIB Bhubaneswar

ଭାଇ ଦୁଜ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ କହିଛନ୍ତି, “ପବିତ୍ର ଭାଇ ଦୁଜ ଅବସରରେ ଆପଣ ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା” ।

 

**********


(रिलीज़ आईडी: 1673280) आगंतुक पटल : 192
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam