ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବଦୋଦରା ଦୁର୍ଘଟଣାରେ ଜୀବନହାନି ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୋଷ୍ଟ କରାଯିବା ଦିନାଙ୍କ:
18 NOV 2020 10:57AM by PIB Bhubaneshwar
ବଦୋଦରାଠାରେ ଏକ ଦୁର୍ଘଟଣାରେ ଜନଜୀବନ ହାନି ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଏକ ଟ୍ୱିଟରେ ଶ୍ରୀ ମୋଦୀ କହିଛନ୍ତି, ‘ବଦୋଦରା ଦୁର୍ଘଟଣାରେ ଗଭୀର ଦୁଃଖିତ । ପ୍ରିୟଜନଙ୍କୁ ହରାଇଥିବା ପରିବାର ପ୍ରତି ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଦୁର୍ଘଟଣାସ୍ଥଳରେ ପ୍ରଶାସନ ଯଥାସମ୍ଭବ ସହାୟତା କରୁଛି’ ।
***********
(ରିଲିଜ ଆଡି: 1673708)
ପରିଦର୍ଶକ କାଉଣ୍ଟର : 164
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam