ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 19 NOV 2020 10:31AM by PIB Bhubaneswar

ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି,ସ୍ଵାଧିନତା ସଂଗ୍ରାମରେ ଅଦ୍ଭୁତ ପରାକ୍ରମ ଦେଖାଇଥିବା ବୀରାଙ୍ଗନା ରାଣୀ ଲକ୍ଷ୍ମୀବାଈଙ୍କୁ ତାଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ ତାଙ୍କର ଶୌର୍ଯ୍ୟଗାଥା ବୀରତ୍ବ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ

 

**********

 


(ରିଲିଜ ଆଡି: 1674140) ପରିଦର୍ଶକ କାଉଣ୍ଟର : 209