ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
प्रविष्टि तिथि:
19 NOV 2020 10:37AM by PIB Bhubaneshwar
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଜୀଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ ଓ ଶ୍ରଦ୍ଧାଞ୍ଜଳି” ।
**********
(रिलीज़ आईडी: 1674144)
आगंतुक पटल : 140
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam