ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଛଟ ପର୍ବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ପୋଷ୍ଟ କରାଯିବା ଦିନାଙ୍କ: 20 NOV 2020 5:06PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛଟ ପର୍ବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ଵିଟ ଜରିଆରେ ଶ୍ରୀ ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ଛଟି ମୟାଁ ସମସ୍ତଙ୍କୁ ସୁଖ ଏବଂ ସମୃଦ୍ଧି ପ୍ରଦାନ କରିବା ସହ ସୂର୍ଯ୍ୟ ଦେବ ତାଙ୍କ ଶୌର୍ଯ୍ୟ ପ୍ରଦାନ କରନ୍ତୁ ବୋଲି ସେ କାମନା କରିଛନ୍ତି ।

 

**********


(ରିଲିଜ ଆଡି: 1674493) ପରିଦର୍ଶକ କାଉଣ୍ଟର : 168