ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏଫସି କୋହଲିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
प्रविष्टि तिथि:
26 NOV 2020 11:04PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏଫସି କୋହଲିଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ସୂଚନା ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଅଗ୍ରଣୀ ଭୂମିକା ଯୋଗୁଁ କୋହଲି ମହାଶୟ ସ୍ମରଣୀୟ ହୋଇ ରହିବେ । ବୈଷୟିକ ଶିଳ୍ପରେ ଉଦ୍ଭାବନ ସଂସ୍କୃତି ଓ ଉତ୍କର୍ଷ ଆଣିବାରେ ସେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ । ତାଙ୍କ ବିୟୋଗରେ ମୁଁ ଗଭୀର ମର୍ମାହତ । ତାଙ୍କ ପରିବାର ଓ ପ୍ରଶଂସକମାନଙ୍କୁ ମୋର ସମବେଦନା ଜଣାଉଛି” ।
**********
(रिलीज़ आईडी: 1676555)
आगंतुक पटल : 118
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam