ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 03 DEC 2020 10:00AM by PIB Bhubaneswar

ଭାରତର ପ୍ରଥମ ରାଷ୍ଟ୍ରପତି ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି

ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀରେ ମୋର ଆନ୍ତରିକ ଶ୍ରଦ୍ଧାଞ୍ଜଳି ସ୍ଵତନ୍ତ୍ରତା ସଂଗ୍ରାମ ଏବଂ ସମ୍ବିଧାନ ନିର୍ମାଣରେ ସେ ଅତୁଳନୀୟ ଭୂମିକା ନିର୍ବାହ କରିଥିଲେ ସାଧାରଣ ଜୀବନ ଶୈଳୀ ଏବଂ ଉଚ୍ଚ ବିଚାର ଉପରେ ଆଧାରିତ ତାଙ୍କର ଜୀବନ ଦେଶବାସୀଙ୍କୁ ସବୁବେଳେ ପ୍ରେରଣା ଯୋଗାଉଥିବ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି

 

**********


(ରିଲିଜ ଆଡି: 1678116) ପରିଦର୍ଶକ କାଉଣ୍ଟର : 166