ରାଷ୍ଟ୍ରପତିଙ୍କ ସଚିବାଳୟ

ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି

प्रविष्टि तिथि: 11 DEC 2020 12:05PM by PIB Bhubaneshwar

ଭାରତର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ଜନ୍ମ ବାର୍ଷିକୀରେ ରାଷ୍ଟ୍ରପତି ଶ୍ରୀ ରାମ ନାଥ କୋବିନ୍ଦ (ଡିସେମ୍ବର 11, 2020) ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଷ୍ଟ୍ରପତି ତଥା ରାଷ୍ଟ୍ରପତି ଭବନର ଅଧିକାରୀମାନେ ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

 

**********


(रिलीज़ आईडी: 1680048) आगंतुक पटल : 222
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Manipuri , Punjabi , Gujarati , Tamil , Telugu , Malayalam