ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶ୍ରଦ୍ଧାଞ୍ଜଳି
ପୋଷ୍ଟ କରାଯିବା ଦିନାଙ୍କ:
23 DEC 2020 11:46AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଚୌଧୁରୀ ଚରଣ ସିଂଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଏକ ଟ୍ଵିଟ ମାଧ୍ୟମରେ ସେ କହିଛନ୍ତି, “ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଚୌଧୁରୀ ଚରଣ ସିଂଙ୍କ ଜନ୍ମ ବାର୍ଷିକୀରେ ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ସେ ସାରାଜୀବନ ଗ୍ରାମାଞ୍ଚଳ ଏବଂ କୃଷକଙ୍କ ବିକାଶ ପାଇଁ ଉତ୍ସର୍ଗୀକୃତ ରହିଥିଲେ, ଯେଉଁଥି ପାଇଁ ସେ ଚିର ସ୍ମରଣୀୟ ।"
***
(ରିଲିଜ ଆଡି: 1682913)
ପରିଦର୍ଶକ କାଉଣ୍ଟର : 173
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam