ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 25 DEC 2020 10:01AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ମୋର ଶତ ଶତ ପ୍ରଣାମ| ତାଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ସେ ଦେଶକୁ ବିକାଶର ନୂତନ ଶିଖରକୁ ନେଇଥିଲେ। ଏକ ଶକ୍ତିଶାଳୀ ତଥା ସମୃଦ୍ଧ ଭାରତ ଗଠନ ପାଇଁ ତାଙ୍କର ଉଦ୍ୟମ ସବୁବେଳେ ସ୍ମରଣୀୟ ହୋଇ ରହିବ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

***


(रिलीज़ आईडी: 1683560) आगंतुक पटल : 160
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam