ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଇଣ୍ଡୋନେସିଆ ବିମାନ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 10 JAN 2021 2:06PM by PIB Bhubaneswar

ଇଣ୍ଡୋନେସିଆ ବିମାନ ଦୁର୍ଘଟଣା ଜନିତ ମୃତାହତ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଇଣ୍ଡୋନେସିଆର ଏହି ଦୁର୍ଭାଗ୍ୟପୂର୍ଣ୍ଣ ବିମାନ ଦୁର୍ଘଟଣାରେ ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜ୍ଞାପନ କରୁଛି । ଏଭଳି ଦୁଃଖଦ ମୁହୂର୍ତ୍ତରେ ଇଣ୍ଡୋନେସିଆ ସହିତ ଭାରତ ଛିଡା ହୋଇଛି” ।

 

**********

TRP/PS

 


(ରିଲିଜ ଆଡି: 1687457) ପରିଦର୍ଶକ କାଉଣ୍ଟର : 288