ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମହାରାଷ୍ଟ୍ର ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟଙ୍କ ପାଇଁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 11 JAN 2021 2:40PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଭଣ୍ଡାରାସ୍ଥିତ ହସ୍ପିଟାଲରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ମଞ୍ଜୁର କରିଛନ୍ତି । ଏହି ଅଗ୍ନିକାଣ୍ଡରେ ଗୁରୁତର ଭାବେ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ 50 ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ମଧ୍ୟ ସେ ଅନୁମୋଦନ କରିଛନ୍ତି ।

 

**********

TRP/PS


(रिलीज़ आईडी: 1687706) आगंतुक पटल : 260
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam