ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଫେସର ଶଶିକୁମାର ଚିତ୍ରେଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 11 JAN 2021 10:42PM by PIB Bhubaneswar

ପ୍ରଫେସର ଶଶିକୁମାର ଚିତ୍ରେଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ପ୍ରଫେସର ଶଶିକୁମାର ଚିତ୍ରେଙ୍କ ଦେହାନ୍ତ ଖବର ଶୁଣି ମୁଁ ମର୍ମାହତ । ଜ୍ୟୋତିର୍ବିଜ୍ଞାନ ତଥା ସୌର ବିଜ୍ଞାନ କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ସ୍ମରଣୀୟ ହୋଇ ରହିବେ । ତାଙ୍କର ମୂଲ୍ୟବାନ କାର୍ଯ୍ୟଗୁଡିକ  ଆଗାମୀ ଦିନମାନଙ୍କରେ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଯୋଗାଇବ । ଓମ ଶାନ୍ତି” ।

**********

TRP


(रिलीज़ आईडी: 1688395) आगंतुक पटल : 148
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam