ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଲୋହରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
13 JAN 2021 6:46PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଲୋହରି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।
“ ଲୋହରି ଅବସରରେ ଖୁସି ଏବଂ ଉତ୍ତମ ସ୍ଵାସ୍ଥ୍ୟ ପାଇଁ ଆମେ ପ୍ରାର୍ଥନା କରୁଛୁ । ଏହି ବିଶେଷ ଉତ୍ସବ ସମସ୍ତଙ୍କ ହୃଦୟରେ ପ୍ରେମ ଓ କରୁଣା ଭରିଦେଉ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
**********
TRP/
(ରିଲିଜ ଆଡି: 1688396)
ପରିଦର୍ଶକ କାଉଣ୍ଟର : 220
ଏହି ରିଲିଜ ପଢନ୍ତୁ :
English
,
Malayalam
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada