ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କର୍ଣ୍ଣାଟକର ଧରୱାଡ ଜିଲ୍ଲା ସଡକ ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 15 JAN 2021 1:55PM by PIB Bhubaneswar

କର୍ଣ୍ଣାଟକର ଧରୱାଡ ଜିଲ୍ଲାର ଏକ ସଡକ ଦୁର୍ଘଟଣାରେ ମୃତାହତ ହୋଇଥିବା ବ୍ୟକ୍ତିଙ୍କ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “କର୍ଣ୍ଣାଟକର ଧରୱାଡ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ  ମୃତାହତଙ୍କ ପାଇଁ ମର୍ମାହତ । ଏଭଳି ଦୁଃଖଦ ମୁହୂର୍ତ୍ତରେ, ମୃତକଙ୍କ ପରିବାର ପ୍ରତି ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି”

 

**********

TRP/
 


(रिलीज़ आईडी: 1688884) आगंतुक पटल : 161
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam