ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଭାରତ ରତ୍ନ ଏମଜିଆରଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

Posted On: 17 JAN 2021 11:02AM by PIB Bhubaneshwar

ଭାରତ ରତ୍ନ ଏମଜିଆରଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାରତ ରତ୍ନ ଏମଜିଆର ବହୁ ଲୋକଙ୍କ ହୃଦୟରେ ରହିଛନ୍ତି । ଚଳଚିତ୍ର ଜଗତ ହେଉ କିମ୍ବା ରାଜନୀତି, ପ୍ରତି କ୍ଷେତ୍ରରେ ତାଙ୍କୁ ବିଶେଷ ସମ୍ମାନ ଦିଆଯାଉଥିଲା । ତାଙ୍କ ମୁଖ୍ୟମନ୍ତ୍ରୀ କାର୍ଯ୍ୟକାଳ ମଧ୍ୟରେ ସେ ଦାରିଦ୍ର୍ୟ ଦୂରୀକରଣ ଦିଗରେ ଅନେକ ପଦକ୍ଷେପ ନେବା ସହିତ ମହିଳା ସଶକ୍ତିକରଣକୁ ମଧ୍ୟ ବିଶେଷ  ଗୁରୁତ୍ୱ ଦେଇଥିଲେ । ଏମଜିଆରଙ୍କୁ ତାଙ୍କ ଜୟନ୍ତୀରେ ଆନ୍ତରିକ ଶ୍ରଦ୍ଧାଞ୍ଜଳି" ।

 


**********

TRP



(Release ID: 1689327) Visitor Counter : 117