ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଜସ୍ଥାନର ଜାଲୋର ବସ ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ
ପୋଷ୍ଟ କରାଯିବା ଦିନାଙ୍କ:
17 JAN 2021 11:24AM by PIB Bhubaneswar
ରାଜସ୍ଥାନର ଜାଲୋର ବସ ଦୁର୍ଘଟଣା ଜନିତ ମୃତକଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରାଜସ୍ଥାନର ଜାଲୋରଠାରେ ଘଟିଥିବା ବସ ଦୁର୍ଘଟଣା ଖବରରେ ମୁଁ ବିଶେଷ ଭାବେ ଦୁଃଖିତ । ଏହି ଦୁର୍ଘଟଣାରେ ଅନେକ ଲୋକ ପ୍ରାଣ ହରାଇଛନ୍ତି । ମୁଁ ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି” ।
राजस्थान के जालौर में हुए बस हादसे की खबर से अत्यंत दुख पहुंचा है। इस दुर्घटना में कई लोगों को अपनी जान गंवानी पड़ी है। मैं उनके परिवार वालों के प्रति अपनी संवेदनाएं प्रकट करता हूं और घायलों के शीघ्र स्वस्थ होने की कामना करता हूं: PM @narendramodi
— PMO India (@PMOIndia) January 17, 2021
**********
TRP/
(ରିଲିଜ ଆଡି: 1689330)
ପରିଦର୍ଶକ କାଉଣ୍ଟର : 146
ଏହି ରିଲିଜ ପଢନ୍ତୁ :
Malayalam
,
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada