ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶିବମୋଗା ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 22 JAN 2021 10:33AM by PIB Bhubaneswar

ଶିବମୋଗା ଦୁର୍ଘଟଣାରେ ଜୀବନହାନୀ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ଵିଟରେ କହିଛନ୍ତି, "ଶିବମୋଗା ଦୁର୍ଘଟଣା ଜନିତ ପ୍ରାଣ ହାନିରେ ମୁଁ ଗଭୀର ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ପ୍ରଭାବିତ ଲୋକଙ୍କୁ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେଉଛନ୍ତି"

 


**********

TRP/


(रिलीज़ आईडी: 1691418) आगंतुक पटल : 195
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam