ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶ୍ରୀ ନରେନ୍ଦ୍ର ଚଞ୍ଚଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 22 JAN 2021 3:58PM by PIB Bhubaneswar

ଶ୍ରୀ ନରେନ୍ଦ୍ର ଚଞ୍ଚଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଲୋକପ୍ରିୟ ଭଜନ ଗାୟକ ନରେନ୍ଦ୍ର ଚଞ୍ଚଲଙ୍କ ଦେହାନ୍ତ ଖବର ମୋତେ ଅତ୍ୟନ୍ତ ଦୁଃଖ ପହଞ୍ଚାଇଛି । ସେ ନିଜର ମଧୁର ସ୍ୱର ସହିତ ଭଜନ ଗାନ ଜଗତରେ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ମୋର ସମବେଦନା । ଓମ ଶାନ୍ତି!

 

**********

TRP/


(ରିଲିଜ ଆଡି: 1691419) ପରିଦର୍ଶକ କାଉଣ୍ଟର : 176