ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 23 JAN 2021 11:11AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି

ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଭାରତ ମାତାର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ତାଙ୍କ ଜୟନ୍ତୀରେ ଶତ ଶତ ପ୍ରଣାମ ଏକ କୃତଜ୍ଞ ରାଷ୍ଟ୍ର ସ୍ୱାଧୀନତା ପାଇଁ ତାଙ୍କର ତ୍ୟାଗ, ବଳିଦାନ ଏବଂ ଉତ୍ସର୍ଗୀକୃତ ମନୋଭାବକୁ ସର୍ବଦା ସ୍ମରଣ ରଖିବ”

 

**********

TRP/


(ରିଲିଜ ଆଡି: 1691517) ପରିଦର୍ଶକ କାଉଣ୍ଟର : 267