ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗଣତନ୍ତ୍ର ଦିବସରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

Posted On: 26 JAN 2021 9:35AM by PIB Bhubaneshwar

 

72ତମ ଗଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସମସ୍ତ ଦେଶବାସୀଙ୍କୁ ଗଣତନ୍ତ୍ର ଦିବସରେ ଅନେକ ଅନେକ ଶୁଭକାମନା । ଜୟ ହିନ୍ଦ୍ ।

 

**********

TRP/

 
 



(Release ID: 1692499) Visitor Counter : 159