ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଲାଲା ଲାଜପତ ରାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 28 JAN 2021 9:35AM by PIB Bhubaneswar

ଲାଲା ଲାଜପତ ରାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ମହାନ ସ୍ୱାଧୀନତା ସଂଗ୍ରାମୀ ପଞ୍ଜାବ କେଶରୀ ଲାଲା ଲାଜପତ ରାୟଙ୍କୁ ତାଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ ।

ମହାନ ଲାଲା ଲାଜପତ ରାୟଙ୍କୁ ତାଙ୍କ ଜୟନ୍ତୀରେ ସ୍ମରଣ କରୁଛୁ । ଭାରତର ସ୍ଵାଧୀନତା ସଂଗ୍ରାମରେ ତାଙ୍କର ଅବଦାନ ଅବିସ୍ମରଣୀୟ ଯାହା ପିଢି ପରେ ପିଢିଙ୍କୁ ପ୍ରେରଣା ଯୋଗାଉଛି” ।

 

**********

TRP/


(ରିଲିଜ ଆଡି: 1692937) ପରିଦର୍ଶକ କାଉଣ୍ଟର : 254