ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ସଡକ ଦୁର୍ଘଟଣାରେ ଜୀବନହାନି ପାଇଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 FEB 2021 11:12AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ସଡକ ଦୁର୍ଘଟଣା ଜନିତ ଜୀବନହାନି ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଘଟିଥିବା ସଡକ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ଏହି ଦୁଃଖର ସମୟରେ, ମୃତାହତଙ୍କ ପ୍ରିୟଜନଙ୍କ ପ୍ରତି ମୋର ସମବେଦନା ଆଶା କରୁଛି ଆହତ ବ୍ୟକ୍ତିମାନେ ଶୀଘ୍ର ଆରୋଗ୍ୟ ଲାଭ କରିବେ” ।

 


**********

TRP


(ରିଲିଜ ଆଡି: 1698021) ପରିଦର୍ଶକ କାଉଣ୍ଟର : 210