ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମହାରାଷ୍ଟ୍ରର ଜଲଗାଓଁ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 15 FEB 2021 10:33AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଜଲଗାଓଁ ସଡ଼କ ଦୁର୍ଘଟଣା ଜନିତ ଜୀବନହାନି ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ମହାରାଷ୍ଟ୍ରର ଜଲଗାଓଁଠାରେ  ଘଟିଥିବା ଟ୍ରକ ଦୁର୍ଘଟଣା ଅତ୍ୟନ୍ତ ହୃଦୟ ବିଦାରକ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି” ।

 


**********

TRP/


(रिलीज़ आईडी: 1698108) आगंतुक पटल : 157
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam