ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଜଲଗାଓଁ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 15 FEB 2021 3:57PM by PIB Bhubaneswar

ମହାରାଷ୍ଟ୍ରର ଜଲଗାଓଁଠାରେ ଘଟିଥିବା ଟ୍ରକ ଦୁର୍ଘଟଣାର ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁକମ୍ପା ରାଶି  ଅନୁମୋଦନ କରିଛନ୍ତି

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି ଯେ, ମହାରାଷ୍ଟ୍ରର ଜଲଗାଓଁଠାରେ ଘଟିଥିବା ହୃଦୟ ବିଦାରକ ଟ୍ରକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଅନୁମୋଦନ କରିଛନ୍ତି ସେହିଭଳି ଗୁରୁତର ଭାବେ ଆହତ ବ୍ୟକ୍ତିମାନଙ୍କୁ 50 ହଜାର ଟଙ୍କା ପ୍ରଦାନ କରାଯିବ" ।

 

**********

TRP/


(रिलीज़ आईडी: 1698187) आगंतुक पटल : 238
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam