ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଫେବୃଆରୀ 23 ରେ ପ୍ରଧାନମନ୍ତ୍ରୀ ଆଇଆଇଟି ଖଡଗପୁରର 66ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ


Posted On: 21 FEB 2021 7:20PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 23, 2021 12:30 PM ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଇଆଇଟି ଖଡଗପୁରର 66 ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ। ଏହି ଅବସରରେ ପଶ୍ଚିମବଙ୍ଗର ରାଜ୍ୟପାଳ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏବଂ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ।

***

HS



(Release ID: 1699841) Visitor Counter : 188