ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମାଘ ପୂର୍ଣ୍ଣମୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
27 FEB 2021 11:29AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଘ ପୂର୍ଣ୍ଣମୀର ଶୁଭ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସମସ୍ତ ଦେଶବାସୀଙ୍କୁ ମାଘ ପୂର୍ଣ୍ଣମୀର ହାର୍ଦ୍ଦିକ ଶୁଭକାମନା” ।
**********
TRP/
(ରିଲିଜ ଆଡି: 1701332)
ପରିଦର୍ଶକ କାଉଣ୍ଟର : 264
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam