ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 05 MAR 2021 10:42AM by PIB Bhubaneswar

ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ବିଜୁ ବାବୁଙ୍କୁ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି । ଭାରତ ପାଇଁ ତାଙ୍କ ଦୂରଦୃଷ୍ଟି ଏବଂ ମାନବ ସଶକ୍ତିକରଣ ଓ ସାମାଜିକ ନ୍ୟାୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଆମମାନଙ୍କୁ ପ୍ରେରଣା ଯୋଗାଉଛି । ଓଡିଶାର ପ୍ରଗତିରେ ତାଙ୍କର ଯୋଗଦାନ ଲାଗି ଦେଶ ଗର୍ବିତ” ।

 

**********

TRP/


(ରିଲିଜ ଆଡି: 1702643) ପରିଦର୍ଶକ କାଉଣ୍ଟର : 262