ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କୋଲକାତା ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୋଷ୍ଟ କରାଯିବା ଦିନାଙ୍କ:
09 MAR 2021 9:59AM by PIB Bhubaneswar
କୋଲକାତାରେ ଏକ ଅଗ୍ନିକାଣ୍ଡ ଜନିତ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।
ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ଏହି ଦୁଃଖଦ ମୁହୁର୍ତ୍ୱରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ଦୁଃଖରେ ମୁ ସମଭାଗୀ ହେଉଛି। ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି।”
**********
TRP/
(ରିଲିଜ ଆଡି: 1703576)
ପରିଦର୍ଶକ କାଉଣ୍ଟର : 226
ଏହି ରିଲିଜ ପଢନ୍ତୁ :
Punjabi
,
Malayalam
,
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Gujarati
,
Tamil
,
Telugu
,
Kannada