ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହିମାଚଳ ପ୍ରଦେଶର ଚମ୍ବା ବସ ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ
प्रविष्टि तिथि:
10 MAR 2021 7:41PM by PIB Bhubaneswar
ହିମାଚଳ ପ୍ରଦେଶର ଚମ୍ବାଠାରେ ହୋଇଥିବା ବସ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, “ହିମାଚଳ ପ୍ରଦେଶର ଚମ୍ବାଠାରେ ଏକ ବସ ଖାଲରେ ପଡିଯିବା ଖବର ମୋତେ ଅତ୍ୟନ୍ତ ଦୁଃଖ ଦେଇଛି । ଏହି ଦୁର୍ଘଟଣାରେ ମୃତକଙ୍କ ପରିଜନଙ୍କ ପ୍ରତି ସମବେଦନା ଜଣାଉଛି । ଏହା ସହିତ ଦୁର୍ଘଟଣାରେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି” ।
**********
TRP/
(रिलीज़ आईडी: 1704067)
आगंतुक पटल : 201
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam