ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମହାଶିବରାତ୍ରି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 11 MAR 2021 10:41AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ମହାଶିବରାତ୍ରି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ମହାଶିବରାତ୍ରିର ପବିତ୍ର ଅବସରରେ ଦେଶବାସୀଙ୍କୁ ଅନେକ ଅନେକ ଶୁଭକାମନା ହର ହର ମହାଦେବ!

ମହାଶିବରାତ୍ରିର ଶୁଭ ଅବସରରେ ଶୁଭେଚ୍ଛା । ହର ହର ମହାଦେବ!”

 

**********

TRP/


(ରିଲିଜ ଆଡି: 1704082) ପରିଦର୍ଶକ କାଉଣ୍ଟର : 149