ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଶ୍ରୀଲଙ୍କା ରାଷ୍ଟ୍ରପତି ମହାମହିମ ଗୋଟବାୟା ରାଜପକ୍ଷେଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ

प्रविष्टि तिथि: 13 MAR 2021 3:22PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫୋନ୍ ଯୋଗେ ଶ୍ରୀଲଙ୍କାର ରାଷ୍ଟ୍ରପତି ମହାମହିମ ଗୋଟବାୟା ରାଜପକ୍ଷେଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି

ଉଭୟ ନେତା ଦ୍ୱିପାକ୍ଷିକ ଏବଂ ବହୁପକ୍ଷୀୟ ମଞ୍ଚରେ ଦୁଇ ଦେଶ ମଧ୍ୟରେ ଚାଲିଥିବା ସହଯୋଗର ସମୀକ୍ଷା କରିଥିଲେଜାରି ରହିଥିବା କୋଭିଡ-19 ଆହ୍ଵାନ ପରିପ୍ରେକ୍ଷୀରେ ସମ୍ପୃକ୍ତ ଅଧିକାରୀଙ୍କ ମଧ୍ୟରେ ନିୟମିତ ଯୋଗାଯୋଗ ଜାରି ରଖିବାକୁ ସେମାନେ ସହମତ ହୋଇଥିଲେ

ଭାରତର “ପଡୋଶୀ ପ୍ରଥମ” ନୀତିରେ ଶ୍ରୀଲଙ୍କାର ଗୁରୁତ୍ୱକୁ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ

 

**********

TRP/


(रिलीज़ आईडी: 1704654) आगंतुक पटल : 395
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada