ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ରତ୍ନଗିରୀ ଜିଲ୍ଲାର ଏକ କାରଖାନାରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସକାଶେ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 20 MAR 2021 3:53PM by PIB Bhubaneswar

ରତ୍ନଗିରୀ ଜିଲ୍ଲାର ଏକ  କାରଖାନାରେ ବିସ୍ଫୋରଣ ଘଟିବା ଯୋଗୁଁ ଏଥିରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।

 

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ରତ୍ନଗିରୀ ଜିଲ୍ଲାର ଏକ କାରଖାନାରେ ବିସ୍ଫୋରଣ ଘଟିବା ଦ୍ଵାରା ଲୋକଙ୍କ ଜୀବନ ହାନି ହୋଇଥିବା ଖବରରେ ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାରଙ୍କ ପ୍ରତି ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।  

 

**********

TRP/

 
 


(ରିଲିଜ ଆଡି: 1706359) ପରିଦର୍ଶକ କାଉଣ୍ଟର : 181