ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ନବରୋଜ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 20 MAR 2021 1:16PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରୋଜ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ନବରୋଜ ମୁବାରକ! ପ୍ରାର୍ଥନା କରୁଛି ବର୍ଷଟି ସମସ୍ତଙ୍କ ଜୀବନରେ ହସ ଉଲ୍ଲାସ, ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧିରେ ଭରି ହେଉ” ।

 

**********

TRP/



(Release ID: 1706408) Visitor Counter : 133