ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶହୀଦ ଦିବସ ଅବସରରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
23 MAR 2021 9:08AM by PIB Bhubaneswar
ଶହୀଦ ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଗତ ସିଂ, ସୁଖଦେବ ଏବଂ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସ୍ଵାଧିନତାର କ୍ରାନ୍ତିଦୂତ ଅମର ଶହୀଦ ବୀର ଭଗତ ସିଂ, ସୁଖଦେବ ଏବଂ ରାଜଗୁରୁଙ୍କୁ ଶହୀଦ ଦିବସ ଅବସରରେ ଶତ ଶତ ପ୍ରଣାମ । ମା ଭାରତୀଙ୍କ ଏହି ମହାନ ସୁପୁତ୍ରଙ୍କ ବଳିଦାନ ଦେଶର ପ୍ରତ୍ୟେକ ପିଢିଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ । ଜୟ ହିନ୍ଦ!”
***********
TRP/
(रिलीज़ आईडी: 1707051)
आगंतुक पटल : 261
इस विज्ञप्ति को इन भाषाओं में पढ़ें:
Telugu
,
English
,
Urdu
,
हिन्दी
,
Marathi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Kannada
,
Malayalam