ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମଧ୍ୟପ୍ରଦେଶର ଗ୍ଵାଲିୟର ସଡକ ଦୁର୍ଘଟଣା ଜନିତ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 23 MAR 2021 12:22PM by PIB Bhubaneswar

ମଧ୍ୟପ୍ରଦେଶର ଗ୍ଵାଲିୟରଠାରେ ଘଟିଥିବା ସଡକ ଦୁର୍ଘଟଣା ଜନିତ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ଵିଟ  ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ମଧ୍ୟପ୍ରଦେଶର ଗ୍ଵାଲିୟରଠାରେ ଘଟିଥିବା ସଡକ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ମୃତକଙ୍କ ସମ୍ପର୍କୀୟଙ୍କ ପ୍ରତି ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି” ।

 

**********

TRP/


(ରିଲିଜ ଆଡି: 1707086) ପରିଦର୍ଶକ କାଉଣ୍ଟର : 186