ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବାଂଲାଦେଶ ମେଣ୍ଟ ଦଳର ନେତାମାନଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
26 MAR 2021 2:38PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ବାଂଲାଦେଶ ଗସ୍ତ ଅବସରରେ 14ଟି ଦଳର ମେଣ୍ଟ ନେତାମାନଙ୍କ ସହିତ ଆବାହକଙ୍କୁ ସାକ୍ଷାତ କରିଥିଲେ। ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଲାଗି ଦ୍ୱିପାକ୍ଷିକ ସମ୍ପର୍କର ବ୍ୟାପକ ପ୍ରସଙ୍ଗ ଉପରେ କେନ୍ଦ୍ରିତ ଆଲୋଚନା କରାଯାଇଥିବା।

*******
P.S
(रिलीज़ आईडी: 1707932)
आगंतुक पटल : 176
इस विज्ञप्ति को इन भाषाओं में पढ़ें:
हिन्दी
,
English
,
Urdu
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam