ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମୁମ୍ବାଇ ହସ୍ପିଟାଲ ଅଗ୍ନିକାଣ୍ଡ ଜନିତ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 26 MAR 2021 1:14PM by PIB Bhubaneshwar

ମୁମ୍ବାଇର ଏକ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡ ଦୁର୍ଘଟଣାରେ ଜୀବନ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି

ମୁମ୍ବାଇ ହସ୍ପିଟାଲ ଅଗ୍ନିକାଣ୍ଡ ଦୁର୍ଘଟଣା ଜନିତ ଜୀବନହାନି ଦୁଃଖଦାୟକ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********

TRP/

 


(रिलीज़ आईडी: 1707935) आगंतुक पटल : 189
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam