ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମୁମ୍ବାଇ ହସ୍ପିଟାଲ ଅଗ୍ନିକାଣ୍ଡ ଜନିତ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ

Posted On: 26 MAR 2021 1:14PM by PIB Bhubaneshwar

ମୁମ୍ବାଇର ଏକ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡ ଦୁର୍ଘଟଣାରେ ଜୀବନ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି

ମୁମ୍ବାଇ ହସ୍ପିଟାଲ ଅଗ୍ନିକାଣ୍ଡ ଦୁର୍ଘଟଣା ଜନିତ ଜୀବନହାନି ଦୁଃଖଦାୟକ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********

TRP/

 



(Release ID: 1707935) Visitor Counter : 21