ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବାଂଲାଦେଶରେ ବିରୋଧୀ ଦଳ ନେତାଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 26 MAR 2021 3:12PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଦୁଇ ଦିନିଆ ବାଂଲାଦେଶ ଗସ୍ତର ଅଂଶବିଶେଷରେ ବାଂଲାଦେଶର ବିଭିନ୍ନ ରାଜନୈତିକ ଦଳର ବିରୋଧୀଦଳ ନେତାଙ୍କ ସହ ସାକ୍ଷାତ ଏବଂ ଆଲୋଚନା କରିଛନ୍ତି ଏହି କାର୍ଯ୍ୟକ୍ରମରେ ଦୁଇ ଦେଶର ଦ୍ୱିପାକ୍ଷିକ ସମ୍ପର୍କ ସମ୍ବନ୍ଧୀୟ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ହୋଇଥିଲା ।

https://static.pib.gov.in/WriteReadData/userfiles/image/image001EJ6C.jpg

 

**********

TRP/


(ରିଲିଜ ଆଡି: 1707937) ପରିଦର୍ଶକ କାଉଣ୍ଟର : 261