ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ହୋଲି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 29 MAR 2021 9:20AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଆପଣ ସମସ୍ତଙ୍କୁ ହୋଲି ଅବସରରେ ଅନେକ ଅନେକ  ଶୁଭକାମନା । ଆନନ୍ଦ, ଉଲ୍ଲାସ ଏବଂ ଉତ୍ସାହର ଏହି ପର୍ବ ସମସ୍ତଙ୍କ ଜୀବନରେ ନୂତନ ଉଦ୍ଦୀପନା ଏବଂ ଶକ୍ତି ସଂଚାରିତ  କରୁ”

 

**********

TRP/


(रिलीज़ आईडी: 1708329) आगंतुक पटल : 254
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam