ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଏଚ.ଡି.ଦେବଗୌଡାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 31 MAR 2021 1:42PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଏଚ.ଡି.ଦେବଗୌଡାଙ୍କ ସହ କଥା ହୋଇ ତାଙ୍କର ଓ ତାଙ୍କ ପତ୍ନୀଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଏଚ.ଡି.ଦେବଗୌଡାଙ୍କ ସହ କଥା ହେଲି ଏବଂ ତାଙ୍କର ଓ ତାଙ୍କ ପତ୍ନୀଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲି । ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି” ।

 

**********

TRP/


(ରିଲିଜ ଆଡି: 1708727) ପରିଦର୍ଶକ କାଉଣ୍ଟର : 203