ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପୋଷ୍ଟ କରାଯିବା ଦିନାଙ୍କ: 01 APR 2021 9:39AM by PIB Bhubaneswar

ଓଡିଶାର ଜନସାଧାରଣଙ୍କୁ ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଉତ୍କଳ ଦିବସର ପବିତ୍ର ଅବସରରେ ଶୁଭେଚ୍ଛା ଓଡ଼ିଶାର ସ୍ୱତନ୍ତ୍ର ସଂସ୍କୃତିକୁ ମୋର ସମ୍ମାନ ଦେଶର ପ୍ରଗତି ପାଇଁ ଓଡ଼ିଶାର ଜନସାଧାରଣଙ୍କ ଅବଦାନ ଅତୁଳନୀୟ ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି କାମନା କରୁଛି

 


**********

TRP/


(ରିଲିଜ ଆଡି: 1708913) ପରିଦର୍ଶକ କାଉଣ୍ଟର : 268