ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଇଷ୍ଟର ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 04 APR 2021 8:55AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଇଷ୍ଟର ଅବସରରେ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଇଷ୍ଟରର ଶୁଭେଚ୍ଛା!

ଏହି ଦିନ ଯୀଶୁ ଖ୍ରୀଷ୍ଟଙ୍କ ପବିତ୍ର ଶିକ୍ଷା ଓ ବାଣୀକୁ ଆମେ ସ୍ମରଣ କରୁଛୁ । ସାମାଜିକ ସଶକ୍ତିକରଣ ଉପରେ ତାଙ୍କର ଗୁରୁତ୍ଵ କୋଟି କୋଟି ଲୋକଙ୍କୁ ପ୍ରେରଣା ଯୋଗାଉଛି” ।

 

**********

TRP/
 



(Release ID: 1709472) Visitor Counter : 11