ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୀତା ପ୍ରେସ ଅଧ୍ୟକ୍ଷ ରାଧେଶ୍ୟାମ ଖେମକାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 04 APR 2021 2:07PM by PIB Bhubaneswar

ଗୀତା ପ୍ରେସ ଅଧ୍ୟକ୍ଷ ରାଧେଶ୍ୟାମ ଖେମକାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଗୀତା ପ୍ରେସ ଅଧ୍ୟକ୍ଷ ଏବଂ ଶନାତନ ସାହିତ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇଥିବା ରାଧେଶ୍ୟାମ ଖେମକାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ । ଖେମକା ଜୀ ସାରା ଜୀବନ ବିଭିନ୍ନ ସାମାଜିକ କାର୍ଯ୍ୟରେ ସକ୍ରିୟ ରହିଥିଲେ । ଦୁଃଖର ଏହି ମୁହୂର୍ତ୍ତରେ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ ଶାନ୍ତି” ।

 

**********

TRP/


(रिलीज़ आईडी: 1709535) आगंतुक पटल : 211
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam