ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମହାତ୍ମା ଜ୍ୟୋତିବା ଫୁଲେଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 11 APR 2021 8:52AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାନ ସାମାଜିକ ସଂସ୍କାରକ, ଚିନ୍ତକ, ଦାର୍ଶନିକ ତଥା ଲେଖକ ମହାତ୍ମା ଜ୍ୟୋତିବା ଫୁଲେଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଶ୍ରୀ ମୋଦୀ କହିଛନ୍ତି ଯେ, ମହାତ୍ମା ଜ୍ୟୋତିବା ଫୁଲେ ତାଙ୍କ ଜୀବନ କାଳରେ ମହିଳାଙ୍କ ଶିକ୍ଷା ଏବଂ ସେମାନଙ୍କ ସଶକ୍ତିକରଣ ପାଇଁ ପ୍ରତିବଦ୍ଧ ରହିଥିଲେ

ସାମାଜିକ ସଂସ୍କାର ପ୍ରତି ତାଙ୍କର ଉତ୍ସର୍ଗୀକୃତ ଭାବନା ଆଗାମୀ ପିଢି ପାଇଁ ପ୍ରେରଣାର ଉତ୍ସ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି

 

**********

TRP/
 


(रिलीज़ आईडी: 1711148) आगंतुक पटल : 282
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada