ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୁଡି ପଡୱା ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପୋଷ୍ଟ କରାଯିବା ଦିନାଙ୍କ: 13 APR 2021 9:08AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଡି ପଡୱା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି-

“ଆଗାମୀ ବର୍ଷ ସମସ୍ତଙ୍କ ଜୀବନରେ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ଆଣିଦେଉ”

 

**********

TRP/
 


(ରିଲିଜ ଆଡି: 1711532) ପରିଦର୍ଶକ କାଉଣ୍ଟର : 258