ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଜାଲିଆନାୱାଲା ବାଗ ନରସଂହାର ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 13 APR 2021 9:14AM by PIB Bhubaneswar

ଜାଲିଆନାୱାଲା ବାଗ ନରସଂହାର ଶହୀଦମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି

ଶ୍ରୀ ମୋଦୀ ଟ୍ଵିଟ୍ କରି କହିଛନ୍ତି-

“ଜାଲିଆନାୱାଲା ବାଗ ନରଂହାରର ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି । ସେମାନଙ୍କ ସାହସ, ବୀରତ୍ଵ ଏବଂ ବଳିଦାନ ପ୍ରତ୍ୟେକ ଭାରତୀୟଙ୍କୁ ଶକ୍ତି ଯୋଗାଇବ” ।

 

**********

TRP/


(ରିଲିଜ ଆଡି: 1711536) ପରିଦର୍ଶକ କାଉଣ୍ଟର : 224