ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଭାରତ ରତ୍ନ ଡଃ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 APR 2021 8:13AM by PIB Bhubaneswar

ଭାରତ ରତ୍ନ ଡଃ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି

ଆମ୍ବେଦକର ଜୟନ୍ତୀରେ ମହାନ ଡଃ ବାବାସାହେବ ଆମ୍ବେଦକରଙ୍କୁ ପ୍ରଣାମ କରି ପ୍ରଧାନମନ୍ତ୍ରୀ ଟ୍ଵିଟ୍ କରିଛନ୍ତି ଯେ, “ବଞ୍ଚିତ ଶ୍ରେଣୀର ଲୋକଙ୍କୁ ମୁଖ୍ୟ ସ୍ରୋତକୁ ଆଣିବା ଦିଗରେ ତାଙ୍କର ସଂଘର୍ଷପୂର୍ଣ୍ଣ ଜୀବନ ଆଗାମୀ ପିଢିଙ୍କ ପାଇଁ ଉଦାହରଣ ହୋଇ ରହିବ ।

 

**********

TRP/


(ରିଲିଜ ଆଡି: 1711727) ପରିଦର୍ଶକ କାଉଣ୍ଟର : 237