ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହନୁମାନ ଜୟନ୍ତୀର ଶୁଭ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
27 APR 2021 11:01AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହନୁମାନ ଜୟନ୍ତୀର ଶୁଭ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି, “ହନୁମାନ ଜୟନ୍ତୀର ଶୁଭ ଅବସର ହେଉଛି କରୁଣା ଏବଂ ନିଷ୍ଠାକୁ ସ୍ମରଣ କରିବାର ଦିନ । କରୋନା ବିରୋଧୀ ଲଢେଇରେ ପ୍ରଧାନମନ୍ତ୍ରୀ ପ୍ରଭୁ ହନୁମାନଙ୍କ ଆଶୀର୍ବାଦ ଲୋଡିଥିଲେ ଏବଂ ତାଙ୍କ ଜୀବନ ଓ ଆଦର୍ଶ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଇ ଚାଲୁଥାଉ ବୋଲି ଇଚ୍ଛା ପ୍ରକଟ କରିଥିଲେ ।
**********
TRP/
(रिलीज़ आईडी: 1714411)
आगंतुक पटल : 218
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam